ବଦଳିଲା +୨ ବିଜ୍ଞାନର ସିଲାବସ ଆଉ ପରୀକ୍ଷା ପ୍ରଣାଳୀ
ବଦଳିଲା ଯୁକ୍ତ ଦୁଇ ବିଜ୍ଞାନର ସିଲାବସ ଆଉ ପରୀକ୍ଷା ପ୍ରଣାଳୀ । ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ୍ ଦିଆଯାଇଛି । ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲାବସ ଅନୁଯାୟୀ ହେବ । ଏହାପୂର୍ବରୁ CBSE ବାଦ୍ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କମିଟି ନୂଆ ସିଲାବସ୍ ଉପରେ ମୋହର ମାରିଛି । ଏହାସହ ଏଣିକି ୩ଟି ତ୍ରୈମାସିକ ପରୀକ୍ଷା ବଦଳରେ ୨ଟି ଇଣ୍ଟରନାଲ୍ ପରୀକ୍ଷା ହେବ । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ କାଉନସିଲ ପରୀକ୍ଷାରୁ ୮୦% ମାର୍କ ଓ ଇଣ୍ଟରନାଲ୍ ପରୀକ୍ଷାରୁ ୨୦% ମାର୍କ ଆଧାରରେ ଛାତ୍ରଛାତ୍ରୀ ମାର୍କ ପାଇବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ କଳା ଓ ବାଣିଜ୍ୟ ବିଭାଗ ବିଷୟରେ ସିଲାବସ୍ ପରିବର୍ତ୍ତନ ହୋଇନି ।
CHSE Odisha +2 Syllabus For Arts, Science, & Commerce
The Council of Higher Secondary Education of Odisha has released the CHSE Odisha Syllabus (Rationalised Syllabus) for the students of the CHSE Odisha +2 Science, Arts, and Commerce, and for the academic session 2023-24. This CHSE Odisha Plus Two Syllabus has been prepared by senior experts in this field.
| Class | +2 / Plus Two |
| Stream | Arts, Science, Commerce |
| Academic Year | 2023-24 |
| Board | CHSE Odisha |
| Education Type | Higher Secondary |
CHSE Odisha Syllabus PDF
| +2 Syllabus | |
|---|---|
| Arts | Download |
| Science | Download |
| Commerce | Download |
